୬ଟି ଜିଲ୍ଲାରେ ୩୮୨ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ, ୧୩ ଜଣଙ୍କର ମୃତ୍ୟୁ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର ୨୯।୭: କାଶୀପୁରରେ ଝାଡ଼ାବାନ୍ତି ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି, ବର୍ତ୍ତମାନ ଝାଡ଼ାବାନ୍ତି ସ୍ଥିତି ରାଜ୍ୟରେ ସ୍ଥିର
Read more