ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Read more