ଏଚ୍‌ଡି ଦେବେଗୌଡାଙ୍କ ନାତିଙ୍କୁ ଲୋକସଭା ସାଂସଦ ପଦରୁ ଅଯୋଗ୍ୟ ଘୋଷଣା କଲେ କର୍ଣ୍ଣାଟକ ହାଇକୋର୍ଟ

ବେଙ୍ଗାଲୁରୁ: କର୍ଣ୍ଣାଟକର ହାସନ ଲୋକସଭା ଆସନରୁ ଜେଡିଏସ୍‌ ସାଂସଦ ପ୍ରଜ୍ୱଲ ରେଭାନ୍ନାଙ୍କ ନିର୍ବାଚନକୁ କର୍ଣ୍ଣାଟକ ହାଇକୋର୍ଟ ଅବୈଧ ଘୋଷଣା କରିଛନ୍ତି। କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ କେ ନଟରାଜନ

Read more