ଆରମ୍ଭ ହେଲା ମହାକାର୍ତ୍ତିକ ବ୍ରତ

ପୁରୀ,୨୧|୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ମାସ ନୀତି ଆରମ୍ଭ ହୋଇଥିଲେ ମଧ୍ୟ ଆଜିଠୁ ହବିଷ୍ୟାଳିମାନେ ସଂକଳ୍ପ କରି ରାଧାଦାମୋଦର ପୂଜା ଓ କାର୍ତ୍ତିକ ବ୍ରତ ଆରମ୍ଭ କରିବେ

Read more