କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ବ୍ୟାପକ ବ୍ୟବସ୍ଥା, ସୁରକ୍ଷା ଦାୟିତ୍ୱରେ ରହିବେ ୫୦ ପ୍ଲାଟୁନ ଫୋର୍ସ

ପବିତ୍ର ପଞ୍ଚୁକରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ପ୍ରତିଦିନ ଏକ ଲକ୍ଷରୁ ଅଧିକ ଭକ୍ତ ଶ୍ରୀମନ୍ଦିରକୁ ଆସୁଛନ୍ତି । ଏଣୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି ।

Read more