ଯାଜପୁରରୁ ଧରା ହେଲା କଶ୍ମୀର ପୁଲିସର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ

ଭୁବନେଶ୍ବର: ଯାଜପୁରରୁ ଧରା ହେଲା କଶ୍ମୀର ପୁଲିସର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ। ଏନେଇ କ୍ରାଇମବ୍ରାଞ୍ଚ ଆଇଜି ଜୟ ନାରାୟଣ ପଙ୍କଜ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

Read more