କେନ୍ଦୁପତ୍ର ହିତାଧିକାରୀ ତୃତୀୟ ପର୍ଯ୍ୟାୟରେ ପାଇବେ ୫୬ କୋଟି ଟଙ୍କାର ବୋନସ୍‌ ଓ ପ୍ରୋତ୍ସାହନ

ଭୁବନେଶ୍ବର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।

Read more