ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ପୁଣି ସନ୍ଦିଗ୍ଧ ଚିହ୍ନଟ: ପଡ଼ୋଶୀ ଦେଶକୁ ତଥ୍ୟ ଯୋଗାଉଥିବା ଅଭଯୋଗ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ପୁଣି ସନ୍ଦିଗ୍ଧ ଚିହ୍ନଟ । କେନ୍ଦ୍ର ଭିତରୁ ୫ଜଣ ଠିକା କର୍ମଚାରୀଙ୍କୁ ଅଟକ ରଖି ପଚରା ଉଚରା ଚଳାଇଛି ବାଲେଶ୍ୱର ପୋଲିସ

Read more