ମାଟ୍ରିକ ରେଜଲ୍ଟ: ୨୬୪୪ ଟି ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ, ଖୋର୍ଦ୍ଧାରେ ପାସ୍ ହାର ସର୍ବାଧିକ, ନୂଆପଡାରେ ସର୍ବନିମ୍ନ, ଆଉ କେଉଁ ଜିଲ୍ଲାରେ କେତେ?

ପ୍ରକାଶ ପାଇଛି ୨୦୨୪ ବର୍ଷର ମାଟ୍ରିକ ରେଜଲ୍ଟ । ଏଥିରେ ମୋଟ ୫ ଲକ୍ଷ ୩୦ ହଜାର ୧୫୩ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୯୬.୦୭ ପ୍ରତିଶତ ଛାତ୍ରଛାତ୍ରୀ

Read more