କିଟ୍‍ କ୍ୟାମ୍ପସରେ ଆରମ୍ଭ ହେଲା କଳିଙ୍ଗ ଭାରତୀ କମ୍ୟୁନିଟି ରେଡ଼ିଓ, ଆଞ୍ଚଳିକ ବିକାଶ ଦିଗରେ ଏହି ରେଡ଼ିଓ କାର୍ଯ୍ୟ କରିବ

 କିଟ୍‍ କ୍ୟାମ୍ପସରେ ଗୁରୁବାରଠାରୁ ଆନୁଷ୍ଠାନିକ ଭାବେ ପ୍ରସାରଣ ଆରମ୍ଭ ହୋଇଛି କଳିଙ୍ଗ ଭାରତୀ ୯୦.୦ ଏଫ୍‍ଏମ୍‍ କମ୍ୟୁନିଟି ରେଡ଼ିଓ। ସ୍ଥାନୀୟ କର୍ପୋରେଟର୍‍ ପ୍ରୀତିନନ୍ଦା ରାଉତରାୟ, ମିହିର କୁମାର

Read more