କିସ୍ ପରିସର ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା, ଘଣ୍ଟଘଣ୍ଟା ଓ ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହେଲା ପରିବେଶ

 ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି । ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ,

Read more