ଟୋକିଓ ଅଲିମ୍ପିକରେ କିଟ୍‍ରୁ ୩ ଖେଳାଳି

ଭୁବନେଶ୍ୱର, ୪/୭: ଚଳିତବର୍ଷ ଟୋକିଓ ଅଲିମ୍ପିକ୍‍ସରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରଛାତ୍ରୀ ଓ ଜଣେ ଡାକ୍ତରଙ୍କୁ ମିଶାଇ ମୋଟ ୪ଜଣ ପ୍ରତିନିଧି ଅଂଶଗ୍ରହଣର ସୁଯୋଗ ପାଇଛନ୍ତି।

Read more