ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ପୁଣି ଦାବୀ

ଭୁବନେଶ୍ୱର ୦୫/୦୭: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ ପୁଣି ଦାବୀ ହୋଇଛି। ମଙ୍ଗଳବାର ଭୁବନେଶ୍ୱରର ଲୋୟର ପିଏମଜିରେ କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ତରଫରୁ ପ୍ରତିବାଦ କରାଯାଇଛି।

Read more