କୃଷି ଓଡିଶା ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ, ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବାକୁ ଚାଷୀଙ୍କୁ ଦେଲେ ପରାମର୍ଶ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ

Read more