ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ବିଧୁଭୂଷଣ ମିଶ୍ର

ସମ୍ବଲପୁର : ପ୍ରଫେସର ବିଧୁଭୂଷଣ ମିଶ୍ର ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି । ପ୍ରଫେସର ମିଶ୍ରଙ୍କୁ ନିଯୁକ୍ତି ଦେଇଛନ୍ତି କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ।

Read more