ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ

ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ । ଗତକାଲି ଭୁବନେଶ୍ବର ଏମ୍‌ସରେ ସେ ଶେଷ ନିଶ୍ବାସ ତ୍ଯାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ବୟସ

Read more