ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର: ଘରୋଇ ହସ୍ପିଟାଲରୁ ଅଣାଯାଇ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ରଖାଯାଇଛି। ସେଠାରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି

Read more