ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆଜି ସକାଳୁ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ଅସ୍ତରଙ୍ଗ, କେନ୍ଦ୍ରାପଡ଼ା, ପୁରୀ, ଚାନ୍ଦବାଲି ଓ ପାରାଦୀପରେ

Read more