ତଳିଆ ଅଞ୍ଚଳ ଓ କଚ୍ଚା ଘରେ ଥିବା ଲୋକଙ୍କୁ କରାଯାଉଛି ସ୍ଥାନାନ୍ତରଣ, ଗର୍ଭବତୀଙ୍କୁ ପ୍ରାଧାନ୍ୟ

ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ’ଗୁଲାବ’ ମାଡ଼ି ଆସୁଛି । ’ଗୁଲାବ’ ପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା

Read more