ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସୁପ୍ରିମ୍‌ ଝଟକା, ଲୋକାୟୁକ୍ତ ଭିଜିଲାନ୍ସକୁ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇପାରିବେ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଭିଜିଲାନ୍ସ ତଦନ୍ତ କରିପାରିବେ । ଲୋକାୟୁକ୍ତ ଭିଜିଲାନ୍ସକୁ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇପାରିବେ ।

Read more