ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ

ଆଇପିଏସ୍‌ଙ୍କ ବାପା-ମାଆଙ୍କୁ ଆକ୍ରମଣ। ପୂର୍ବତନ ଭୁବନେଶ୍ୱର ଟ୍ରାଫିକ ଡିସିପି ତଥା ବର୍ତ୍ତମାନର ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ପରିବାର ଉପରେ ଆକ୍ରମଣ ହୋଇଛି। ମିଳିଥିବା ସୂଚନା ଅନସାରେ

Read more