ସୃଷ୍ଟି ହେଲା ଲଘୁଚାପ: ୧୫ରୁ ରାଜ୍ୟରେ ପୁଣି ବର୍ଷା; ଧୀବରଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ

Read more