ଆସନ୍ତା ୨୪ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର ୧୬।୮: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହେବାରେ ଲାଗିଛି ।

Read more