ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହେବ । ୯ରେ ହେବ ଲଘୁଚାପ

Read more