ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ

ଆଜି ଠାରୁ ପ୍ରତ୍ୟେକ ଶକ୍ତିପୀଠ ରେ ଆରମ୍ଭ ହୋଇଛି ନବରାତ୍ର ପୂଜା। ଏଥିପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ଚଳ ଚଞ୍ଚଳ ପରିବେଶ ଦେଖାଦେଇଛି।

Read more