ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବିଜେପି ନେତା ତଥା ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ଆଜି ପରଲୋକ ହୋଇଯାଇଛି। ମଦନମୋହନଙ୍କ ପରଲୋକ ନେଇ ତାଙ୍କ ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି। 

Read more