ଆରମ୍ଭ ହେଲା ଶିଳ୍ପ ମହାକୁମ୍ଭ, ଅଂଶଗ୍ରହଣ କରିବେ ଦେଶ ବିଦେଶର ଶିଳ୍ପ ସମ୍ରାଟ

ଭୁବନେଶ୍ୱର ୧୨।୧୨ : ଭୁବନେଶ୍ବରରେ ଆରମ୍ଭ ହେଲା ଶିଳ୍ପ ମହାକୁମ୍ଭ। ଜନତା ମଇଦାନରେ ମେକ୍ ଇନ୍ ଓଡ଼ିଶା କନକ୍ଲେଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Read more