ଜଟଣୀରୁ ନିର୍ବାଚନ ଲଢିବେ ସୁରଙ୍କ ପୁଅ ମନ୍ମଥ ରାଉତରାୟ

ଜଟଣୀ ନିର୍ବାଚନ ମଣ୍ଡଳିରୁ ଏଥର ନିର୍ବାଚନ ଲଢିବେ ସୁରଙ୍କ ପୁଅ ମନ୍ମଥ ରାଉତରାୟ । ଏହା ଖୋଦ ଜଟଣୀ ବିଧାୟକ ସୁର ରାଉତରାୟ ଘୋଷଣା କରିଛନ୍ତି ।

Read more