ମନମୋହନ ସାମଲ ନୂଆ ରାଜ୍ୟ ବିଜେପି ସଭାପତି

ମନମୋହନ ସାମଲ ହେଲେ ରାଜ୍ୟ ବିଜେପି ସଭାପତି । ମନମୋହନଙ୍କୁ ନିଯୁକ୍ତି ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନ

Read more