ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନୀରବରେ ସହିଯାଏ କଷ୍ଟ

ଭୁବନେଶ୍ୱର : ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି ।

Read more