ପୁଲିସ ଓ ଜିଲ୍ଲା ପ୍ରଶାସନକୁ ଚ୍ୟାଲେଞ୍ଜ କଲେ ମାଓବାଦୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ କିଛି ମାସ ବ୍ୟବଧାନ ପରେ ପୁଣି ମାଓବାଦୀମାନେ ଖୁଲମଖୁଲା ପୁଲିସ ଓ ଜିଲ୍ଲା ପ୍ରଶାସନକୁ ଚ୍ୟାଲେଞ୍ଜ କରି  ନିଜର ଉପସ୍ଥିତି ଜାହିର କରିଛନ୍ତି।

Read more