ମାଲକାନଗିରିରେ ପୁଲିସକୁ ବଡ ସଫଳତା, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରିରେ ମାଓବାଦୀଙ୍କ ବିରୋଧରେ ପୁଲିସକୁ ବଡ଼ ସଫଳତା ମିଳିଛି। ଏହି ଅପରେସନରେ ମାଓବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଲିସ୍ ଡିଜି ଅଭୟ

Read more