ଏମ୍‌ବିବିଏସ୍‌ ଓ ବିଡିଏସ୍‌ ନାମଲେଖା: ପ୍ରଥମ ପର୍ଯ୍ୟାୟ ପରେ ୪୫୨ ସିଟ୍‌ ଖାଲି

ଭୁବନେଶ୍ବର: ୨୦୨୩-୨୪ ଶିକ୍ଷାବର୍ଷରେ ଓଡ଼ିଶାର ୧୬ଟି ମେଡିକାଲ କଲେଜର ୧୯୦୦ ଏମ୍‌ବିବିଏସ୍‌ ଓ ୧୬୩ ବିଡିଏସ୍‌ ସିଟ୍‌କୁ ମିଶାଇ ମୋଟ ୨୦୬୩ ସିଟ୍‌ରେ ନାମଲେଖା ଅନୁଷ୍ଠିତ ହେଉଛି।

Read more