ଅକ୍ଟୋବର ୩୧ରେ ସ୍ଥାପନା ହେବ ‘ମୋ ଯୁବା ଭାରତ’ ସଙ୍ଗଠନ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଉ ମାତ୍ର ଦୁଇ ଦିନ ପରେ ଅର୍ଥାତ୍‌ ଅକ୍ଟୋବର ୩୧ ତାରିଖରେ ଜାତୀୟସ୍ତରୀୟ ସଙ୍ଗଠନ ‘ମୋ ଯୁବା ଭାରତ’ ବା ‘ମାଇଁ ଭାରତ’ ସ୍ଥାପନା କରାଯିବ

Read more