ଜୁଲାଇ ୨୬ରୁ ଖୋଲିବ ଦଶମ ଓ ଦ୍ବାଦଶ ଶ୍ରେଣୀ

ଜୁଲାଇ ୨୬ରୁ ଖୋଲିବ ଦଶମ ଓ ଦ୍ବାଦଶ ଶ୍ରେଣୀ,ସମସ୍ତ ଘରୋଇ ଓ ସରକାରୀ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରେସ ମିଟରେ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁଙ୍କ ସୂଚନା ।

Read more