ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

କରଞ୍ଜିଆ: ଖସୁଛି ପାରଦ ବଢୁଛି ଶୀତ। ମୟୂରରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଶୀତର ଲହରୀ ସାଙ୍ଗକୁ ଆଖପାଖ ଅଞ୍ଚଳରେ ଧଳା କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି ।

Read more