ପ୍ରବାସୀ ଓଡ଼ିଆମାନଙ୍କ ସମସ୍ୟା ବୁଝିବା ପାଇଁ ଓଡ଼ିଶା ପରିବାର ନିର୍ଦେଶାଳୟ ଖୋଲିବ: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ପରିବାର ନିର୍ଦେଶାଳୟ ଖୋଲିବା ନେଇ କ୍ୟାବିନେଟ ନିଷ୍ପତ୍ତି ପରେ ଏନେଇ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ ପାତ୍ର ପ୍ରତିକ୍ରିୟା ରଖିଛନ୍ତି।

Read more