ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଖର୍ଚ୍ଚ ହେବ ୩୦ କୋଟି ୫୮ଲକ୍ଷ ୩୧ ହଜାର ୧୦୦ ଟଙ୍କା

 ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ 

Read more