ଆଫଗାନିସ୍ତାନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ, ଗୃହମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଉପସ୍ଥିତ
ନୂଆଦିଲ୍ଲୀ ୦୬/୦୯ : ଆଫଗାନିସ୍ତାନ ପ୍ରସଙ୍ଗରେ ମୋଦି ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆଫଗାନିସ୍ତାନରେ ତାଲିବାନ ପ୍ରସଙ୍ଗକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ
Read more