ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ଭୁବନେଶ୍ବର : ଆଜି ସାରା ରାଜ୍ୟ‌କୁ ମୌସୁମୀ ଛୁଇଁଛି। ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ ଅନେକ ସ୍ଥାନରେ ବର୍ଷା ହୋଇଯାଇଛି।

Read more