ରାଜ୍ୟର ୧୨ ଲକ୍ଷ ୨୪ ହଜାର ୭୨୫ ପରିବାର ରହୁଛନ୍ତି କଚ୍ଚା ଘରେ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର ୨୬।୭: ରାଜ୍ୟର ୧୨ ଲକ୍ଷ ୨୪ ହଜାର ୭୨୫ ପରିବାର କଚ୍ଚା ଘରେ ରହୁଛନ୍ତି । ସେହିପରି ରାଜ୍ୟର ବର୍ତ୍ତମାନ ୨୧,୨୩୯ ଭୂମିହୀନ ପରିବାର ରହିଛନ୍ତି ।

Read more