ମିସନଶକ୍ତି ଓ ଏସ୍‌ଏଚ୍‌ଜି ଗ୍ରୁପ୍‌ଙ୍କୁ ୧୧ ହଜାର କୋଟିରୁ ଊର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରାଯାଇଛି : ବାସନ୍ତୀ ହେମ୍ବ୍ରମ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ରାଜ୍ୟର ମହିଳାମାନେ ଆତ୍ମନିର୍ଭରଶୀଳ ଓ ସ୍ବାବଲମ୍ବୀ ହୋଇପାରିଛନ୍ତି। ମିସନ ଶକ୍ତି ଗ୍ରୁପ୍‌ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମା’ମାନଙ୍କୁ

Read more