୨ ହଜାର ଟପିଲା ମରୋକ୍କୋ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା

ମରୋକ୍କୋ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨ ହଜାର ଟପିଛି । ଏପର୍ଯ୍ୟନ୍ତ ୨ହଜାର ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଶନିବାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Read more