ସାଂସଦ ଭର୍ତୃହରି ମହତାବ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ

ଗୋଟିଏ ମଂଚରେ ନଜର ଆସିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ଭର୍ତୃହରି ମହତାବ । ଅଭିଭାଷଣ ଦେଇ ଦୁଇ ନେତା ପରସ୍ପରକୁ ପ୍ରଶଂସା କରିଛନ୍ତି ।

Read more