ଉତ୍ତମ ପୋଷଣ, ସୁସ୍ଥ ଜୀବନ: ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି।

Read more