ବାତିଲ୍‌ ହେଲା ଦୋହା ଅଭିମୁଖେ ଉଡ଼ାଣ ଭରିବାକୁ ଥିବା ଇଣ୍ଡିଗୋ ବିମାନ

ନୂଆଦିଲ୍ଳୀ: ବାରମ୍ବାର ବୈଷୟିକ ସମସ୍ୟା ଉପୁଜିବା ହେତୁ ମୁମ୍ବାଇରୁ ଦୋହା ଅଭିମୁଖେ ଉଡ଼ାଣ ଭରିବାକୁ ଥିବା ୬ଇ୧୩୦୩ ବିମାନକୁ ୫ ଘଣ୍ଟା ବିଳମ୍ବ ପରେ ବାତିଲ୍‌ କରାଯାଇଛି।

Read more