ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାପ୍ରଭୁ ଲିଙ୍ଗରାଜଙ୍କୁ କରିବେ ଜଳାଭିଷେକ

ଆସନ୍ତା ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୧ ତାରିଖ ସକାଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ।

Read more