ସଂଗ୍ରହାଳୟ କମ୍ପ୍ଲେକ୍ସ ଭାବେ ବିକଶିତ କରାଯିବ ମଧୁସୂଦନଙ୍କ ଜନ୍ମପୀଠ ଓ କର୍ମଭୂମି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ସକାଳେ କଟକ ଯାଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ପରିଦର୍ଶନ

Read more