ଓଡିଶାର ଆକାଂକ୍ଷୀ ଜିଲ୍ଲାର ୩,୯୩୩ ଗ୍ରାମରେ ୪ଜି ମୋବାଇଲ ସେବା ଉପଲବ୍ଧ ହେବ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ନଭେମ୍ବର ୧୭ – ଓଡ଼ିଶା ସମେତ ଦେଶର ୫ଟି ରାଜ୍ୟର ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ୪ଜି ମୋବାଇଲ ସେବା ଉପଲବ୍ଧ କରିବା ପାଇଁ ୟୁନିଭର୍ସାଲ ସର୍ଭିସ

Read more