ନନ୍ଦିନୀ ଶତପଥୀଙ୍କ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ସ୍ମୃତିଚାରଣ

ଭୁବନେଶ୍ୱର ୦୯/୦୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଆଜି ୯୧ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି

Read more